www.samajalive.in
Sunday, December 14, 2025
26.1 C
Bhubaneswar

ଶିଶୁ ସଦନରେ ଚକ୍ଷୁ ଚିକିତ୍ସା ଶିବିର

ଚୌଦ୍ୱାର : ସର୍ବଭାରତୀୟ ସ୍ୱେଚ୍ଛାସେବୀ ସଂଗଠନ ହିନ୍ଦ୍ ସେବକ ସଂଘ ଓ ଭୁବନେଶ୍ୱରସ୍ଥିତ ଅହଲ୍ୟା ଚିକିତ୍ସାଳୟ ମିଳିତ ଆୟୋଜନରେ ସ୍ଥାନୀୟ ଶିଶୁସଦନରେ ଏକ ଦାତବ୍ୟ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇ ଯାଇଛି। ସଂଗଠନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଦାମୋଦର ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ଶିବିରରେ ଚିକିତ୍ସାଳୟର ୨ଜଣ ଚକ୍ଷୁ ବିଶେଷଜ୍ଞ ଓ କର୍ମଚାରୀ ମାନେ ୬୦ରୁ ଉର୍ଦ୍ଧ ରୋଗୀଙ୍କ ଚକ୍ଷୁ ପରୀକ୍ଷା କରି ଔଷଧ ଓ ଚଷମା ପ୍ରଦାନ କରିଥିଲେ। ସେଥି ମଧ୍ୟରୁ ୧୫ ଜଣଙ୍କ ଚକ୍ଷୁରେ ମୋତିଆବିନ୍ଦୁ ଅସ୍ତ୍ରୋପଚାର ପାଇଁ ଚିକିତ୍ସାଳୟକୁ ନିଆ ଯାଇଥିଲା।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories