www.samajalive.in
Sunday, December 14, 2025
14.1 C
Bhubaneswar

ମୃତ୍ୟୁ ପରେ ଚକ୍ଷୁଦାନ

ସିପିଏମ୍ ରାଜ୍ୟ ସମ୍ପାଦକ ଅଳି କିଶୋର ପଟ୍ଟନାୟକଙ୍କ ଧର୍ମପତ୍ନୀଙ୍କ ୬୩ ବର୍ଷ ବୟସରେ ହୃଦ୍ଘାତରେ ମୃତ୍ୟୁ ଘଟିଛି। ମୃତ୍ୟୁପରେ ଏମକେସିଜି ମେଡିକାଲ୍ କଲେଜ୍‌କୁ ତାଙ୍କ ଶରୀର ଓ ଚକ୍ଷୁ ଦାନ କରାଯାଇଛି। ମୃତ୍ୟୁ ପୂର୍ବରୁ ସେ ଏ ସମ୍ପର୍କରେ ଘୋଷଣା କରିଥିଲେ।

Hot this week

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

Related Articles

Popular Categories