www.samajalive.in
Saturday, December 6, 2025
26.1 C
Bhubaneswar

ଔଷଧ ଦର ବୃଦ୍ଧି ଖବର ବିଭ୍ରାନ୍ତିକର ଓ ମିଥ୍ୟା – ସରକାର

ଡେସ୍କ: ଗଣମାଧ୍ୟମରେ ଔଷଧ ଦର ବୃଦ୍ଧି ସମ୍ପର୍କିତ ପ୍ରକାଶିତ ଖବର ବିଭ୍ରାନ୍ତିକର ଓ ମିଥ୍ୟା ବୋଲି ସରକାର କହିଛନ୍ତି। ଏହି ରିପୋର୍ଟ ଅନୁଯାୟୀ ୫୦୦ରୁ ଅଧିକ ଔଷଧ ଦର ବୃଦ୍ଧି ଦ୍ୱାରା ପ୍ରଭାବିତ ହେବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଏଭଳି ଖବର ମିଥ୍ୟା ଓ ବିଭ୍ରାନ୍ତିକର। ଔଷଧ ବିଭାଗ ଅଧୀନରେ ଥିବା ନ୍ୟାସନାଲ ଫାର୍ମାସ୍ୟୁଟିକାଲ ପ୍ରାଇସିଂ ଅଥରିଟି (ଏନପିପିଏ) ହୋଲସେଲ ପ୍ରାଇସ୍ ଇଣ୍ଡେକ୍ସ (ଡବ୍ଲୁପିଆଇ) ଅଧୀନରେ ପ୍ରତିବର୍ଷ ନିର୍ଦ୍ଦିଷ୍ଟ ଔଷଧର ମୂଲ୍ୟ ସଂଶୋଧନ କରିଥାଏ। ୭୮୨ଟି ଔଷଧର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି ୫୪ଟି ଔଷଧ ମୂଲ୍ୟରେ ସାମାନ୍ୟ ବୃଦ୍ଧି ଘଟିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories