www.samajalive.in
Saturday, December 6, 2025
23.1 C
Bhubaneswar

୭୫ ବର୍ଷ ବୟସରୁ ଅଧିକ ବରିଷ୍ଠ ନାଗରିକ ଦେବେନାହିଁ ଟ୍ୟାକ୍ସ – ଖବର ମିଛ

ଡେସ୍କ: ସାମାଜିକ ଗଣମାଧ୍ୟମରେ ଦେଶର ୭୫ ବର୍ଷ ବୟସରୁ ଅଧିକ ବରିଷ୍ଠ ନାଗରିକମାନଙ୍କୁ ଆଉ ଟ୍ୟାକ୍ସ ଦେବାକୁ ପଡିବ ନାହିଁ ବୋଲି ଏକ ସୂଚନା ଭାଇରାଲ ହେବାରେ ଲାଗିଛି। ଏଥିରେ କୁହାଯାଇଛି ଯେ ଭାରତ ସ୍ୱାଧୀନତାର ୭୦ ବର୍ଷ ପୂର୍ତ୍ତି ପାଳନ କରୁଥିବାରୁ କେନ୍ଦ୍ର ସରକାର ସମସ୍ତ ୭୫ ବର୍ଷ ବୟସରୁ ଉର୍ଦ୍ଧ୍ୱ ନାଗରିକମାନଙ୍କ ଠାରୁ ଆଉ ଟ୍ୟାକ୍ସ ସଂଗ୍ରହ କରିବେ ନାହିଁ।

ତେବେ ଏହୁ ସୂଚନାଟି ସମ୍ପୂର୍ଣ୍ଣ ମିଛ। ପତ୍ର ସୂଚନା କାର୍ଯ୍ୟାଳୟର ଫ୍ୟାକ୍ଟ ଚେକ ଅର୍ଥାତ ତଥ୍ୟ ବା ସୂଚନାର ସତ୍ୟାସତ୍ୟ ପରୀକ୍ଷା କରୁଥିବା ୟୁନିଟ ଏହାକୁ ମିଥ୍ୟା ବୋଲି ଦର୍ଶାଇଛି। ସରକାରଙ୍କ ପକ୍ଷରୁ ଏଭଳି କୌଣସି ନିଷ୍ପତ୍ତି ନିଆଯାଇ ନାହିଁ କି ବିଜ୍ଞପ୍ତି ଦିଆଯାଇ ନାହିଁ ବୋଲି ବିଭାଗ କହିଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories