www.samajalive.in
Saturday, December 6, 2025
16.1 C
Bhubaneswar

ଗୁରୁବାରଠୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା

ଢେଙ୍କାନାଳ: ଆସନ୍ତାକାଲି ଠାରୁ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା ଆରମ୍ଭ ହେବ। ଏଥିପାଇଁ ସଜେଇ ହୋଇଛି ଢେଙ୍କାନାଳ ଜିଲାର ଯୋରନ୍ଦା ମହିମାଗାଦି ପୀଠ। ଏହି ମେଳାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହୋଇଯାଇଛି। ବିଶ୍ୱର ମଙ୍ଗଳ କାମନା କରି ୨ଦିନ ଧରି ଜଳିବ ଝାଡଦୀପ। ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ବେଳେ ଟ୍ରାଫିକ ନିୟନ୍ତ୍ରଣ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ସୁରକ୍ଷା ପାଇଁ ପୁଲିସ ଫୋର୍ସ ମୁତୟନ ହୋଇଥିବା ଜିଲାପାଳ ସୂଚନା ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories