www.samajalive.in
Tuesday, December 9, 2025
16.1 C
Bhubaneswar

କୃଷକଙ୍କ ପାଇଁ କୃଷି ଲାଇଭ୍‌ କଲ୍‌

ଭୁବନେଶ୍ବର : କୃଷି ଓ କୃଷିଜନିତ ସମସ୍ୟାର ସମାଧାନ ତଥା କୃଷକମାନଙ୍କ ସହାୟତା ନିମନ୍ତେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତରଫରୁ ଆମ କୃଷି ଲାଇଭ୍‌ କଲ୍‌ ସେଣ୍ଟର ନଂ-୧୮୦୦୧୦୨୫୧୬୬ ଜାରି କରାଯାଇଛି । ଏହି ନମ୍ବରଟି ପ୍ରତ୍ୟହ ଦିନ ୧୨ଟାରୁ ରାତି ୮ଟା ପର୍ଯ୍ୟନ୍ତ ସୋମବାରରୁ ଶନିବାର ପର୍ଯ୍ୟନ୍ତ ଖୋଲା ରହିବ । ଅନ୍ୟ ସମୟରେ ଚାଷୀଭାଇମାନେ ସେମାନଙ୍କ ସମସ୍ୟାକୁ କଲ୍‌ ସେଣ୍ଟରରେ ରେକର୍ଡ କରିପାରିବେ ଏବଂ ‘ଆମ କୃଷି’ ଟିମ୍‌ ଚବିଶ ଘଣ୍ଟା ମଧ୍ୟରେ ସେମାନଙ୍କ ପାଖରେ ପହଞ୍ଚିବେ ବୋଲି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ସୂଚନା ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories