www.samajalive.in
Monday, December 8, 2025
14.1 C
Bhubaneswar

 ସାପ କାମୁଡାରେ ଚାଷୀଙ୍କ ମୃତ୍ୟୁ

ଆରଡି : ଭଦ୍ରକ ଜିଲା ଆରଡି ଫାଣ୍ଡି ଅଧିନସ୍ଥ ଦୋହରାପାଟଣା ଗାଁର ବିଷ୍ଣୁ ଚରଣ ମଲିକ(୬୦) ନିଜ ଚାଷଜମିରେ ରବି ଫସଲ ପାଇଁ ଧାନତଳି ରୋପଣ କରୁଥିବା ସମୟରେ ଏକ ବିଷଧର ସାପର ଆଘାତ ପାଇ ଟଳି ପଡ଼ିଥିଲେ। ନିକଟରେ ଥିବା ଗାଁର କିଛି ଚାଷୀ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିବା ସହ ଘରକୁ ଆଣିବା ପରେ ପ୍ରଥମେ ଆରଡି ମେଡିକାଲ ଓ ପରେ ଭଦ୍ରକ ମେଡିକାଲକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories