www.samajalive.in
Monday, December 8, 2025
14.1 C
Bhubaneswar

ଜୁଲାଇ ୩୧ରୁ ଅଗଷ୍ଟ୫କୁ ଘୁଞ୍ଚିଲା କୃଷକମାନଙ୍କ ପଞ୍ଜୀକରଣ  ସମୟସୀମା

ଭୁବନେଶ୍ୱର :ରାଜ୍ୟ ସରକାର କୋଭିଡ୍‌-୧୯ ପରିସ୍ଥିତିକୁ ଦୃଷ୍ଟିରେ ରଖି ଚଳିତ ଖରିଫ୍‌ ୨୦୨୦ ନିମନ୍ତେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ କୃଷକମାନଙ୍କ ପଞ୍ଜୀକରଣ ସମୟସୀମା ଘୁଞ୍ଚାଇବା ନିମନ୍ତେ ଭାରତ ସରକାରଙ୍କୁ ଅନୁରୋଧ କରିଥିଲେ । ସେହି ଅନୁସାରେ ଏହି ସମୟସୀମା ଜୁଲାଇ ୩୧ରୁ ଅଗଷ୍ଟ୫କୁ ଘୁଞ୍ଚାଇ ଦିଆଯାଇଛି । ସଂପୃକ୍ତ ବୀମା କମ୍ପାନୀଗୁଡ଼ିକୁ ଆବଶ୍ୟକୀୟ ପଂଜୀକରଣ ନିମନ୍ତେ କୃଷକମାନଙ୍କଠାରୁ ଦରଖାସ୍ତ ଗ୍ରହଣ କରିବା ପାଇଁ ସମବାୟ ବିଭାଗ ନିର୍ଦ୍ଦେଶ ଦେଇଛନ୍ତିି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories