www.samajalive.in
Sunday, December 7, 2025
23.1 C
Bhubaneswar

ବୀରମହାରାଜପୁର-ସୋନପୁର ରାସ୍ତାରେ ଚାଷୀଙ୍କ ରାସ୍ତାରୋକ

ବୀରମହାରାଜପୁର: ପଶ୍ଚିମ ଓଡ଼ିଶା କୃଷକ ସଂଗଠନ ସମନ୍ୱୟ ସମିତିର ଆହ୍ୱାନକ୍ରମେ ଆଜି ପୂର୍ବାହ୍ନରେ ସୁବର୍ଣ୍ଣପୁର ଜିଲ୍ଲାର ଉଫୁଲାଠାରେ ବୀରମହାରାଜପୁର- ସୋନପୁର ପୂର୍ତ୍ତ ରାସ୍ତାକୁ ଚାଷୀମାନେ ଅବରୋଧ କରିଛନ୍ତି। କ୍ରପ୍ କଟିଂ ଆଧାରରେ ଏକର ପିଛା ଧାନ ବିକ୍ରି ପରିମାଣ ଧାର୍ଯ୍ୟ କରାଯିବା ତଥା ଟୋକନ ଆବଣ୍ଟନ ପାଇଁ ଜିଲ୍ଲାପାଳଙ୍କୁ ଦାୟିତ୍ଵ ପ୍ରଦାନ ସକାଶେ ସଂଗଠନର କର୍ମକର୍ତ୍ତା ଦାବୀ କରିଥିବା ସୂଚନା ମିଳିଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories