www.samajalive.in
Saturday, December 6, 2025
23.1 C
Bhubaneswar

ଧାନ ସଂଗ୍ରହ କେନ୍ଦ୍ରରେ ବିଷ ପିଇଲେ ଚାଷୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଭଦ୍ରକ: ଟୋକାନ ପରେ ଧାନ କିଣା ନ ହେବାରୁ ସରକାରୀ ଧାନସଂଗ୍ରହ କେନ୍ଦ୍ର ଆଗରେ ବିଷ ପିଇଲେ ଚାଷୀ। ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଭଦ୍ରକ ବ୍ଲକ ବନ୍ଧଗାଁ ପଞ୍ଚାୟତରେ ବାବା ରାମେଶ୍ୱର ମହିଳା ଗୋଷ୍ଠିକୁ ଧାନ କିଣା ପାଇଁ ନିର୍ଦେଶ ଦିଆଯାଇଥିଲା। ଟୋକନ ତାରିଖ ବିତିଯାଇଥିଲେ ମଧ୍ୟ ଧାନ ନେଉ ନ ଥିବାରୁ ବାରମ୍ବାର ଚାଷୀ ଜଣକ କେନ୍ଦ୍ରକୁ ଯାଇ ଫେରୁଥିଲେ। ଟୋକନ ତାରିଖ ଯିବା ପରେ ମଧ୍ୟ ଦାୟିତ୍ୱରେ ଥିବା ମହିଳା ଗୋଷ୍ଠୀ ଧାନ ନେଇ ନ ଥିଲେ। ତେବେ ଆଜି ରାମକୃଷ୍ଣ ପଣ୍ଡା ନାମକ ଚାଷୀ ଧାନ ସଂଗ୍ରହ କେନ୍ଦ୍ରକୁ ଯାଇଥିଲେ। ସେଠାରେ ତାଙ୍କ ଟୋକନ ତାରିଖ ପରେ ଧାନ ନ ନେବାରୁ ସେ ଧାନ ସଂଗ୍ରହ କେନ୍ଦ୍ରରେ ବିଷ ପିଇଥିଲେ। ପରେ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଟୋକନ ତାରିଖ ବିତିଯାଇଥିଲେ ଧାନ ନେଉ ନ ଥିବାରୁ ସେ ନିରାଶ ହୋଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories