www.samajalive.in
Saturday, December 6, 2025
26.1 C
Bhubaneswar

ବିଦ୍ୟୁତ୍ ଆଘାତରେ ବାପାପୁଅ ମୃତ, ମାଆ ଗୁରୁତର

ଯାଜପୁର: ବିଦ୍ୟୁତ୍ ଆଘାତରେ ବାପାପୁଅ ମୃତ, ମାଆ ଗୁରୁତର। ଯାଜପୁର ରୋଡ୍ ଥାନା ବେଙ୍ଗପାଟିଆ ଗାଁରେ ଅଭାବନୀୟ ଘଟଣା ଘଟିଛି। ନିଜ ଘରେ ବିଦ୍ୟୁତ୍ କାମ କରୁଥିବାବେଳେ ଘଟଣାସ୍ଥଳରେ ବାପା ଏବଂ ପୁଅର ମୃତ୍ୟୁ ଘଟିଛି। ମୃତକ ଗଣେଶ ମଣ୍ଡଳ ଏବଂ ଆଶୁ ମଣ୍ଡଳ ବୋଲି ଜଣାପଡିଛି। ବାପା ଏବଂ ପୁଅଙ୍କୁ ବଞ୍ଚାଇବାକୁ ଯାଇ ମାଆ ତୁଳସୀ ମଣ୍ଡଳ ଗୁରୁତର ହୋଇଥିଲେ। ତାଙ୍କୁ ଦାନଗଦି ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories