www.samajalive.in
Sunday, December 7, 2025
14.1 C
Bhubaneswar

ବୋହୂ ନାକ କାଟିଦେଲେ ଶ୍ଵଶୁର

ସମାଜ ଡିଜିଟାଲ ଡେସ୍କ: ପାରିବାରିକ କଳହରୁ ଘଟିଛି ଅଭାବନୀୟ ଘଟଣା। କଳିଝଗଡ଼ାକୁ କେନ୍ଦ୍ର କରି ବୋହୂର ନାକ କାଟି ଦେଇଛନ୍ତି ଶ୍ଵଶୁର। କଟକ ଜିଲା ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଗୋବରା ଗ୍ରାମରେ ଏହି ଘଟଣା ଘଟିଛି। ଗୁରୁତର ଅବସ୍ଥାରେ ପୀଡ଼ିତା ବୋହୂଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ପୁଲିସ ଶ୍ଵଶୁରଙ୍କୁ ଅଟକ ରଖି ପଚରାଉଚରା କରିଥିବା ସୂଚନା ମିଳିଛି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories