www.samajalive.in
Tuesday, December 9, 2025
15.1 C
Bhubaneswar

ମାଟ୍ରିକ ମେଧାବୀଙ୍କୁ ସମ୍ବର୍ଦ୍ଧନା

ଗୁରୁଡିଝାଟିଆ :  ଖୁଣ୍ଟୁଣୀ ରାଧାନାଥ ବିଦ୍ୟାପୀଠର ମେଧାବୀ ଛାତ୍ରୀ ଫୈଜିନ୍ କମଲ ଚଳିତ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡରେ ଉତୀର୍ଣ୍ଣ ହୋଇ ବିଦ୍ୟାଳୟ ତଥା ସ୍ଥାନୀୟ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି । ଆଠଗଡ ବିକାଶ ମଞ୍ଚର ସଭାପତି ତଥା ସମାଜସେବୀ ମାନସ ବସ୍ତିଆ ମେଧାବୀ ଛାତ୍ରୀ ଫୈଜିନ୍ କମଲଙ୍କ ଘରକୁ ଯାଇ ସମ୍ବର୍ଦ୍ଧିତ କରିବା ସହ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଭଲ ପାଠପଢି ନିଜ ବିଦ୍ୟାଳୟ ଓ ମାଟି ପାଇଁ ସୁନାମ ଆଣିଥିବା ନିମନ୍ତେ ଶୁଭେଚ୍ଛା ଜଣାଇଥିଲେ । ଆଗକୁ ଅଧିକ ପାଠପଢା ପାଇଁ ସହଯୋଗ କରିବା ନିମନ୍ତେ ପ୍ରତିଶୃତି ଦେଇଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories