www.samajalive.in
Sunday, December 7, 2025
26.1 C
Bhubaneswar

ଭାରତ ସେବାଶ୍ରମ ସଂଘ ପକ୍ଷରୁ ଶହେ ସଫେଇ କର୍ମୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ଵର: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭାରତ ସେବାଶ୍ରମ ସଂଘ ଭୁବନେଶ୍ଵର ଶାଖା ପକ୍ଷରୁ ସଫେଇ କର୍ମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ମଙ୍ଗଳବାର ଭୁବନେଶ୍ଵର ମହାନଗର ନିଗମର ୧ ଶହ ମହିଳା ଓ ପୁରୁଷ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଭାରତ ସେବାଶ୍ରମ ଭୁବନେଶ୍ଵର ଶାଖାର ମୁଖ୍ୟ ସ୍ଵାମୀ ଜଗନ୍ନାଥାନନ୍ଦ ମହାରାଜଙ୍କ ନେତୃତ୍ଵରେ ସଫେଇ କର୍ମୀଙ୍କୁ ସମ୍ବର୍ଦ୍ଧିତ କରି ସେମାନଙ୍କ ପରିବାରବର୍ଗଙ୍କ ପାଇଁ ଶାଢି, ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ, ଜୁସ୍‌ ଆଦି ବିତରଣ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଇଂ ବିଜୟ ମହାନ୍ତି, ପ୍ରଦୀପ ରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories