www.samajalive.in
Monday, December 15, 2025
26.1 C
Bhubaneswar

ଲୋକସେବକ ମଣ୍ଡଳ ଓଡ଼ିଶା ଶାଖାର କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା

କଟକ ‘ସମାଜ’ କାର୍ଯ୍ୟାଳୟ ଗୋପବନ୍ଧୁ ଭବନରେ ଲୋକସେବକ ମଣ୍ଡଳ ଓଡ଼ିଶା ଶାଖାର କର୍ମକର୍ତ୍ତାଙ୍କୁ ‘କିଟ୍‌’ ଓ ‘କିସ୍‌’ ପ୍ରତିଷ୍ଠାତା ତଥା ସାଂସଦ ଅଚ୍ୟୁତ ସାମନ୍ତଙ୍କ ପକ୍ଷରୁ ସମ୍ବର୍ଦ୍ଧନା। (ବାମରୁ) ଡ. ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ (ସଦସ୍ୟ), ଶ୍ରୀ ଭୀମସେନ ଯାଦବ (ସମ୍ପାଦକ), ଶ୍ରୀ ଦୀପକ ମାଲବ୍ୟ (ବରିଷ୍ଠ ସଦସ୍ୟ), ଡ. ସାମନ୍ତ, ଶ୍ରୀ ଅଜୟ କୁମାର (ସଦସ୍ୟ), ଶ୍ରୀ ନିରଞ୍ଜନ ରଥ (ଅଧ୍ୟକ୍ଷ)। ପାର୍ଶ୍ବରେ ଲୋକସେବକ ମଣ୍ଡଳର ଆଜୀବନ ସଦସ୍ୟ ଶ୍ରୀ ରାଜେନ୍ଦ୍ର କୁମାର ଜେନା ଉପସ୍ଥିତ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories