www.samajalive.in
Sunday, December 7, 2025
15.1 C
Bhubaneswar

ଦେଖନ୍ତୁ ଭିଡିଓ ; କାଶୀ ବିଶ୍ୱନାଥ ମନ୍ଦିରରେ କେମିତି ଗର୍ଭଗୃହକୁ ଖସି ପଡିଲେ ମହିଳା ଶ୍ରଦ୍ଧାଳୁ..

ଲଖନଉ : ବାରାଣସୀରେ ଗୁରୁବାର କାଶୀ ବିଶ୍ୱନାଥ ମନ୍ଦିରରେ ଗର୍ଭଗୃହରେ ଜଣେ ମହିଳା ଶ୍ରଦ୍ଧାଳୁ ଖସି ପଡିବାର ଏକ ଭିଡିଓ ଖୁବ୍‌ ଭାଇରାଲ୍‌ ହେଉଛି । ଯାହା ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି ।


ଭିଡିଓରେ ଦେଖାଯାଉଛି, ଜଣେ ମହିଳା ଶ୍ରଦ୍ଧାଳୁ ବାବା ବିଶ୍ୱନାଥଙ୍କୁ ସ୍ପର୍ଶ କରିବାକୁ ଚେଷ୍ଟା କରିବା ସମୟରେ ଗର୍ଭଗୃହ ମଧ୍ୟକୁ ଖସି ପଡୁଛନ୍ତି । ଗତ ବର୍ଷ ମଧ୍ୟ ଏଭଳି ଏକ ଘଟଣା ସାମ୍ନାକୁ ଆସିଥିଲା । ଏହି ଘଟଣା ପରେ ପ୍ରଶାସନ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ କାର୍ଯ୍ୟରେ ଅବହେଳା ପାଇଁ କିଛି ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଥିଲା ।

୧୨ ବର୍ଷ ପରେ.. ମକର ସଂକ୍ରାନ୍ତିରେ ଦୁର୍ଲ୍ଲଭ ଯୋଗ, ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ, କାହାକୁ ମିଳିବ ଧନ, ହେବ ବିବାହ..

- Advertisement -

ଜଣେ ମହିଳା.. ତିରୁପତିରେ ଏଥିପାଇଁ ଆରମ୍ଭ ହୋଇଥିଲା ଦଳାଚକଟା..

ଦେଖନ୍ତୁ ଭିଡିଓ ; ଚମତ୍କାରରୁ କମ୍‌ ନୁହେଁ, ରେଳ ଧାରଣାରେ ମହିଳାଙ୍କ ଉପରେ ଅତିକ୍ରମ କଲା ଦ୍ରୁତଗାମୀ ଟ୍ରେନ୍‌, ତା’ପରେ..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories