www.samajalive.in
Friday, December 5, 2025
20.1 C
Bhubaneswar

ଫେମିନା ମିସ୍‌ ଇଣ୍ଡିଆ-୨୦୨୪: ବିଜେତା ମୁକୁଟ ପିନ୍ଧିଲେ ନିକିତା ପୋରଓ୍ବାଲ

ମୁମ୍ବାଇ: ଫେମିନା ମିସ୍‌ ଇଣ୍ଡିଆ-୨୦୨୪କୁ ମିଳିଯାଇଛି ଏହାର ବିଜେତା। ମଧ୍ୟପ୍ରଦେଶର ନିକିତା ପୋରଓ୍ବାଲ ପିନ୍ଧିଛନ୍ତି ଫେମିନା ମିସ୍‌ ଇଣ୍ଡିଆ-୨୦୨୪ର ବିଜେତା ମୁକୁଟ। ବୁଧବାର ରାତିରେ ମୁମ୍ବାଇର ଓ୍ବର୍ଲିରେ ଆୟୋଜିତ ପ୍ରତିଯୋଗିତାର ଗ୍ରାଣ୍ଡ୍‌ ଫାଇନାଲରେ ନିକିତାଙ୍କୁ ବିଜେତା ଘୋଷଣା କରାଯାଇଛି। ଏବେ ସେ ମିସ୍ ୱର୍ଲ୍ଡ ପ୍ରତିଯୋଗିତାରେ ଭାରତର ପ୍ରତିନିଧିତ୍ୱ କରିବେ।

- Advertisement -

ଅପରପକ୍ଷେ, ଦାଦ୍ରା ଏବଂ ନଗର ହାଭେଲି(କେନ୍ଦ୍ର ଶାସିତ ଅଞ୍ଚଳ)ର ରେଖା ପାଣ୍ଡେ ଫେମିନା ମିସ୍ ଇଣ୍ଡିଆ-୨୦୨୪ର ପ୍ରଥମ ରନର୍ ଅପ୍ ହୋଇଥିବାବେଳେ ଗୁଜରାଟର ଆୟୁଷୀ ଢୋଲକିଆ ଦ୍ୱିତୀୟ ରନର୍ ଅପ୍ ହୋଇଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories