www.samajalive.in
Monday, December 15, 2025
16.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଫେରାଦ ହେଲେ ଆଇଏଏସ୍‌ ସଂଘ

ଭୁବନେଶ୍ୱର: ଜଣେ ଆଇଏଏସ ଅଫିସରଙ୍କ ବିରୋଧରେ ମନ୍ତବ୍ୟ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁଣି ବିବାଦରେ ଛନ୍ଦି ହୋଇଯାଇଛନ୍ତି । ଏହାକୁ ଓଡ଼ିଶା ଆଇଏଏସ୍ ଅଫିସର୍ ସଂଘ ପକ୍ଷରୁ ଦୃଢ ବିରୋଧ କରିବା ସହ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ୱରରେ ନ୍ୟାସନାଲ୍ ଡାଟା ସେଣ୍ଟରର ଉଦଘାଟନୀ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି କହିଥିଲେ ଯେ, କେନ୍ଦ୍ର ଯୋଜନାକୁ ନିଜ ନାଁ କରି ବାହା ବାହା ଲୁଟୁଛନ୍ତି । ସେହି ସମୟରେ ସଭାରେ ଉପସ୍ଥିତ ଥିବା ଆଇଟି ସଚିବ ଅଶୋକ ମୀନାଙ୍କ ନାଁ ନେଇ ଧର୍ମେନ୍ଦ୍ର କହିଥିଲେ ଯେ ଏମିତି କରନ୍ତୁ ନାହିଁ ମୀନା ସାହେବ ।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories