www.samajalive.in
Friday, December 5, 2025
17.1 C
Bhubaneswar

ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ଫୁଲବାଣୀ :ଫୁଲବାଣୀ ପୌର ପରିଷଦ ପକ୍ଷରୁ ମଙ୍ଗଳବାର ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ପାୟଲ ବେହେରା, ପୌର ନିର୍ବାହୀ ଅଧିକାରୀ ସୁଜିତ୍‌ କୁମାର ଚୌଧୁରୀ ଓ ବହୁ କାଉସିଲର ସମେତ କାର୍ଯ୍ୟାଳୟର ସଫେଇ କର୍ମଚାରୀ ଓ ଅନ୍ୟ କର୍ମଚାରୀ ମାନେ ସାମିଲ୍‌ ହୋଇ ସହର ପରିକ୍ରମା କରିବା ସହିତ ଅଞ୍ଚଳବାସୀଙ୍କୁ ସ୍ୱଚ୍ଛତା ଉପରେ ସଚେତନ କରିଥିଲେ। ସ୍ୱଚ୍ଚତା ଏକସପୋର୍ଟ ହିତେଶ ନାୟକ, ସ୍ୱାସ୍ଥ୍ୟ ବିଭାଗର ସ୍ୱଚ୍ଛତା ସହଯୋଗୀ ପ୍ରଭାତ କୁମାର ଶତପଥୀ, ପରିମଳ ନିରୀକ୍ଷକ ସୌମ୍ୟରଂଜନ ପାତ୍ର ପ୍ରମୁଖ ପରିଚାଳନା କରିଥିଲେ।

ସ୍ୱାସ୍ଥ୍ୟ ପାଇଁ ଖୁବ୍‌ କ୍ଷତିକାରକ ଏସିର ଏହି ତାପମାତ୍ରା; ଜାଣନ୍ତୁ ହୁଏ କି କି ସମସ୍ୟା..

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories