www.samajalive.in
Friday, December 5, 2025
23.1 C
Bhubaneswar

ନାବାଳିକା ଅସଦାଚରଣ ମାମଲା ; ଯୁବକକୁ ୩ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ: ନାବାଳିକା ଅସଦାଚରଣ ମାମଲାର ସାକ୍ଷ୍ୟ ପ୍ରମାଣକୁ ଭିତି କରି ଫୁଲବାଣୀ ପୋକ୍ସୋ କୋର୍ଟର ବିଚାରପତି ମାନସ ମଲିକଙ୍କୁ ତିିନିବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଦେବା ସହିତ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକା ୧୬ ମାସ ଜେଲ ଦଣ୍ଡାଦେଶ ପାଇଁ ଆଦେଶ ଦେଇଛନ୍ତି। ଏହା ବ୍ୟତୀତ ପୀଡିତା ନାବାଳିକାଙ୍କୁ ୧ ଲକ୍ଷ ଟଙ୍କାର କ୍ଷତିପୂରଣ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଯୋଗ୍ୟ, ଗତ ୨୦୧୯ ଜାନୁୟାରୀ ୨୯ ତାରିଖ ଦିନ ମାନସ ଖଜୁରିପଡ଼ା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ କରିଥିବା ନେଇ ପୀଡିତାଙ୍କ ପରିବାର ପକ୍ଷରୁ ଖଜୁରିପଡ଼ା ଥାନାରେ ଏକ ଏତଲା ଦିଆଯାଇଥିଲା। ଏତଲା ପ୍ରକାରେ ପୁଲିସ୍‌ କେସଂ ନଂ ୯ା୧୯ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ମାନସକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାର ବିଚାର କରି କୋର୍ଟ ଉପରୋକ୍ତ ରାୟ ଶୁଣାଇଛନ୍ତି।

ନୂଆବର୍ଷ ୨୦୨୫ରେ ଅଦ୍ଭୁତ ସଂଯୋଗ ; ଏକାଠି ହେବ ଶୁକ୍ର-ରାହୁ, ଏହି ରାଶି ହେବେ ମାଲାମାଲ୍‌, ଭାଗ୍ୟଶାଳୀ..

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories