www.samajalive.in
Saturday, December 6, 2025
26.1 C
Bhubaneswar

କୁଟିବାରୀ ଠାରୁ ଦଳପଡା ରାସ୍ତା ମରଣଯନ୍ତା

ଫୁଲବାଣୀ :ସରକାର ଅଞ୍ଚଳର ଗମନାଗମନ ପାଇଁ ପ୍ରଧାନମନ୍ତ୍ରୀ ସଡ଼କ ଓ ମୁଖ୍ୟମନ୍ତ୍ରୀ ଏବଂ ବିଭିନ୍ନ ପାଣ୍ଠି ଅନୁସାରେ କୋଟି କୋଟି ଟଙ୍କା ବ୍ୟୟବରାଦ କରୁଥିବା ବେଳେ କିଛି ଦାୟିତ୍ୱରେ ଥିବା କର୍ମଚାରୀମାନଙ୍କ ଆନ୍ତରିକତା ଯୋଗୁଁ ରାସ୍ତା ଗୁଡିକ ମରଣଯନ୍ତା ପାଲଟିଥିବା ଦେଖିବାକୁ ମିଳିଛି। କୁଟିବାରୀ ଠାରୁ ଦଳପଡା ପ୍ରଧାନମନ୍ତ୍ରୀ ରାସ୍ତାଟି ୨୦୧୯ ମସିହାରୁ ନିର୍ମାଣ ହୋଇଥିବା ବେଳେ ବର୍ତ୍ତମାନ ପିଚୁ ଉଠି ଖାଲଖମା ହୋଇ ପିଚୁ ଗୁଡିକ ଏଣେତେଣେ ପଡି ରହି ଥିବାରୁ ଯିବା ଆସିବା ପାଇଁ ବହୁ ଅସୁବିଧା ହେବା ସହିତ ଦୁର୍ଘଟଣା ଶିକାର ହେଉଛନ୍ତି। ତେଣୁ ଏଥିପ୍ରତି ଦୃଷ୍ଟି ଦେଇ ପ୍ରଶାସନ ମରାମତି କରିବାକୁ ଦଳପଡା ଅଞ୍ଚଳର ବୁଦ୍ଧିଜୀବି ମହଲରୁ ଦାବି ହେଉଛି।

ଘୁଙ୍ଗୁଡି ମାରୁଛନ୍ତି କି? ମଧୁମେହ ସହ ହୃଦରୋଗର ରହିଛି ବିପଦ, ଏହି ଲକ୍ଷଣକୁ କରନ୍ତୁ ନାହିଁ ଅଣଦେଖା

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories