ଆବାସ ଯୋଜନାରୁ ବଞ୍ଚିତ ୮୦ ବର୍ଷୀୟ ବୃଦ୍ଧା ; ଲଗାଣ ବର୍ଷାରେ ଭାଙ୍ଗିଲା ଘର କାନ୍ଥ, ଅଳ୍ପକେ ବର୍ତ୍ତିଲା ଜୀବନ

ଫୁଲବାଣୀ: ରାଜ୍ୟ ଓ କେନ୍ଦ୍ର ସରକାର ଅସହାୟ ଗରିବ ଲୋକଙ୍କ ପାଇଁ ବିଭିନ୍ନ ଯୋଜନାରେ ଆବାସ ଗୃହ ଯୋଗାଇ ଦେଉଥିବା ବେଳେ ଆବାସ ଗୃହ ପ୍ରକୃତ ହିତାଧିକାରୀମାନଙ୍କ ପାଖରେ ନ ପହଞ୍ଚି ଅଯୋଗ୍ୟ ହିତାଧିକାରୀ ଆବାସ ଗୃହ ହାତଉ ଥିବାରୁ ଯୋଗ୍ୟ ଆବାସ ହିତାଧିକାରୀ ଆବାସ ଯୋଜନାରୁ ବଞ୍ଚିତ ହୋଇ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି। କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ରତଙ୍ଗ ପଞ୍ଚାୟତର ୨ ନମ୍ବର ୱାର୍ଡ ଡାଙ୍ଗେଡ଼ି କିଆ ବରସାହିର ଜଣେ … Continue reading ଆବାସ ଯୋଜନାରୁ ବଞ୍ଚିତ ୮୦ ବର୍ଷୀୟ ବୃଦ୍ଧା ; ଲଗାଣ ବର୍ଷାରେ ଭାଙ୍ଗିଲା ଘର କାନ୍ଥ, ଅଳ୍ପକେ ବର୍ତ୍ତିଲା ଜୀବନ