www.samajalive.in
Friday, December 5, 2025
23.1 C
Bhubaneswar

ଗଞ୍ଜେଇ ଜବତ, ଜଣେ ଗିରଫ

ଫୁଲବାଣୀ: ଫୁଲବାଣୀ ଆଦର୍ଶ ଥାନା ଅଧିକାରୀ ପି.ସ୍ୱରୁପ କିଶନଙ୍କ ନେତୃତ୍ୱରେ ରବିବାର ବିଳମ୍ବିତ ରାତ୍ରରେ ଚାଲିଥିବା ପାଟ୍ରୋଲିଂ ବେଳେ ଏକ କାରରେ ଚୋରା ଗଞ୍ଜେଇ ଚାଲାଣ ବେଳେ ସନ୍ଦେହରେ ପାଟ୍ରୋଲିଂ ଦଳ ତଲାସି ବେଳେ ଗାଡ଼ିରୁ ୨୬ କେଜିରୁ ଅଧିକ ଗଞ୍ଜେଇ ଜବତ କରାଯାଇଥିଲା। ତଦନ୍ତ ବେଳେ ଜବତ ଗଞ୍ଜେଇକୁ ସମ୍ଭଲପୁରକୁ ଚାଲାଣ କରାଯାଉଥିବା ପୁଲିସ୍‌ ଜାଣିବାକୁ ପାଇଥିଲା । ଫୁଲବାଣୀ ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତରେ ତନଖୀ କରାଯିବା ସହିତ ଓଜନ କରାଯାଇଛି। ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories