www.samajalive.in
Saturday, December 6, 2025
23.1 C
Bhubaneswar

୭୩ ତମ ବନମହୋତ୍ସବ ଅନୁଷ୍ଠିତ

ଫୁଲବାଣୀ  : କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ପକ୍ଷରୁ ଫୁଲବାଣୀ ବ୍ଲକ ଅନ୍ତର୍ଗତ ଘୋଡାଗାଡୁ ଗ୍ରାମରେ ୭୩ ତମ ବନମହୋତ୍ସବ ଅନୁଷ୍ଠିତ ହୋଇଥିଲା । ଏଥିରେ ଖଜୁରୀପଡା ବ୍ଲକର ପୂର୍ବତନ ଅଧକ୍ଷ ତଥା ବରିଷ୍ଠ ଆଇନଜୀବୀ ପିତାମ୍ବର ସାହୁ, ଅନୁଷ୍ଠାନର ଉପାଧ୍ୟକ୍ଷ ତଥା ଅବସର ପ୍ରାପ୍ତ ପୁଲିସ ଅଧିକ୍ଷକ ଦିଲ୍ଲୀପ ସାହାଣୀ, ପୂର୍ବତନ ବ୍ୟାଙ୍କ ଅଧିକାରୀ ଶୁଭେନ୍ଦୁ ତ୍ରିପାଠୀ, ସମାଜସେବୀ ବିଷ୍ଣୁ ଚରଣ ପ୍ରଧାନ, କ୍ଷୀରୋଦ ସାହୁ, ପ୍ରଫେସର ଅମୁଲ୍ୟ ତ୍ରିପାଠୀ, ସଂଗଠନର ସାଧାରଣ ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ସୁବାସ ଚନ୍ଦ୍ର ପ୍ରଧାନ, ବରାଳ ଦେବୀ ସିଡ ଷ୍ଟୋର ମାଲିକ ତ୍ରିଲୋଚନ ମହାପାତ୍ର, ବିଶିଷ୍ଟ ବ୍ୟବସାୟୀ ପି. ସୁଧାଂଶୁମୋହନ ସେନାପତି,ପ୍ରମୁଖ ଯୋଗ ଦେଇ ପରିବେଶ ସୁରକ୍ଷା ଓ ବୃକ୍ଷ ରୋପଣ କରିବାକୁ ପରାମର୍ଶ ଦେଇଥିଲେ । ସଂଗଠନ ପକ୍ଷରୁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଘୋଡାଗାଡୁ ଗ୍ରାମ ବାସୀ ଦିଲ୍ଲୀପ ସାହୁ, ରମେଶ ପ୍ରଧାନଓ ଗ୍ରାମ ର ବହୁ ଯୁବକ ଓ ଗ୍ରାମବାସି ଯୋଗ ଦେଇସମସ୍ତ ସହଯୋଗ କରିବା ସହ ବିଭିନ୍ନ ରକମର ବୃକ୍ଷ ରୋପଣ କରିଥିଲେ । ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆସନ୍ତା ରବିବାର ଦିନପୁନର୍ବାର ଅନୁଷ୍ଠିତ ହେବ ବୋଲି ସମ୍ପାଦକ ସୁବାସ ଚନ୍ଦ୍ର ପ୍ରଧାନ କହିଛନ୍ତି  ।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories