www.samajalive.in
Saturday, December 6, 2025
15.1 C
Bhubaneswar

ଅଢେଇ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ

ଫୁଲବାଣୀ : ବୁଧବାର ରାତ୍ରରେ ଫିରିଙ୍ଗିଆ ପୁଲିସ ଥାନା ଅଧିକାରୀ ତପନ କୁମାର ନାହାକଙ୍କ ନେତ୍ତୃତ୍ଵରେ ପୁଲିସ ଟିମ ଲପ ଟଙ୍ଗିଆ ଗ୍ରାମରେ ଚଢାଉ କରି ଅଢେଇ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଛି।  ବହୁ ପରିମାଣର ଗଞ୍ଜେଇ ଚୋରା ଚାଲାଣ ପାଇଁ ପ୍ରସ୍ତୁତ ଚାଲିଥିବା ବେଳେ କୌଣସି ସୁତ୍ରରୁ ଖବର ପାଇ ପୁଲିସ ଟିମ ଚଢ଼ାଉ କରି ଜବତ କରିଥିଲେ। ତେବେ ଅଭିଯୁକ୍ତମାନେ ଘଞ୍ଚ ଜଙ୍ଗଲର ସୁଯୋଗ ନେଇ ଚମ୍ପଟ ମାରିଥିଲେ। ଫିରିଙ୍ଗିଆ ପୁଲିସ ୨୫ /୨୩ ରେ ମାମଲା ରୁଜ୍ଜୁ କରିଥିବା ଥାନା ଅଧିକାରୀ କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories