www.samajalive.in
Friday, December 5, 2025
27.1 C
Bhubaneswar

ଜୁଲାଇ ୧୬ରେ ମେଗା ସ୍ୱାସ୍ଥ୍ୟ ଶିବିର ପାଇଁ ପ୍ରସ୍ତୁତି ବୈଠକ

ଫୁଲବାଣୀ : କନ୍ଧମାଳର ବିପର୍ୟ୍ୟସ୍ତ ସ୍ୱାସ୍ଥ୍ୟ ସେବାକୁ ଦୃଷ୍ଟିରେ ରଖି ବରିଷ୍ଠ ନାଗରିକ ସଂଘ କନ୍ଧମାଳ ପକ୍ଷରୁ ବିଜୁ କଲ୍ୟାଣ ମଣ୍ଡପ ଫୁଲବାଣୀ ଠାରେ ଏକ ମାଗଣା ମେଗା ସ୍ୱାସ୍ଥ୍ୟ ଶିବିରର ଆୟୋଜନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଯାଇଛି। ଜୁଲାଇ ୧୬ତାରିଖ ରବିବାର ଦିନ ଭୁବନେଶ୍ୱର କଳିଙ୍ଗ ହସପିଟାଲ ପକ୍ଷରୁ ଅଭିଜ୍ଞ ବିଶେଷଜ୍ଞମାନେ ସ୍ୱାସ୍ଥ୍ୟ ଶିବିରରେ ଯୋଗଦେବାର ବ୍ୟବସ୍ଥା କରାଯାଇଛି। ଏହି ମାଗଣା ସ୍ୱାସ୍ଥ୍ୟ ଶିବିରରେ କଳିଙ୍ଗ ହସପିଟାଲର ହୃଦରୋଗ ବିଶେଷଜ୍ଞ, ସ୍ନାୟୁ ବିଶେଷଜ୍ଞ, ମେଡିସିନ ବିଶେଷଜ୍ଞ, ଦନ୍ତ ଓ ଅସ୍ଥିଶଲ୍ୟ ବିଶେଷଜ୍ଞ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି । ତେଣୁ ଏହି ପରିପ୍ରେକ୍ଷୀରେ ଜିଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଜୁଲାଇ ୧୬ ତାରିଖରେ ବିଜୁ କଲ୍ୟାଣ ମଣ୍ଡପ ଫୁଲବାଣୀ ଠାରେ ଅଭିଜ୍ଞ ବିଶେଷଜ୍ଞମାନଙ୍କୁ ନେଇ ଅନୁଷ୍ଠିତ ହେବାକୁ ଥିବା ସ୍ୱାସ୍ଥ୍ୟ ଶିବିରକୁ ବିଭିନ୍ନ ମହଲରେ ସ୍ୱାଗତ କରାଯାଇଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories