www.samajalive.in
Saturday, December 6, 2025
23.1 C
Bhubaneswar

ନିଖୋଜ ଥିବା ୨ ନାବାଳିକା ଉଦ୍ଧାର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ମଣ୍ଡାକିଆ ପଞ୍ଚାୟତ ବୁଦରିଙ୍ଗିଆ ଗ୍ରାମର ନାବାଳିକା ନିଖୋଜ ହୋଇଥିବା ନେଇ ତାଙ୍କ ପରିବାର ଦୁଃଖରେ ଭାଙ୍ଗି ପଡିଥିଲେ ବହୁତ ଖୋଜା ଖୋଜି କରିବା ପରେ ରାଇକିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁସାରେ କେଶ ନମ୍ବର ୯୧/୨୩ ରେ ଏକ ମାମଲା ରୁଜୁ କରାଯାଇଥିଲା । ସେହିପରି ରାଇକିଆ ଥାନା ଅନ୍ତର୍ଗତ କତିଙ୍ଗିଆ ପଞ୍ଚାୟତ ସିପାଏଜୁ ଗ୍ରାମର ଆଉ ଏକ ନାବାଳିକା କଲେଜ ଯାଇ ଘରକୁ ଫେରିନଥିବାରୁ ନିଖୋଜ ହୋଇଥିବା ନେଇ ତାଙ୍କ ପରିବାର ଥାନାରେ ଏତଲା ଦେଇଥିଲେ । କେଶ ନମ୍ବର ୯୩/୨୩ ମାମଲା ରୁଜୁ ହୋଇଥିଲା । ବହୁତ ଖୋଜାଖୋଜି କରିବା ପରେ ରାଇକିଆ ପୁଲିସ ଉକ୍ତ ନାବାଳିକା ଦ୍ୱୟଙ୍କୁ ଉଦ୍ଧାର କରିବା ପରେ ମେଡିକାଲ ପରୀକ୍ଷା ପରେ ଫୁଲବାଣୀ ଶିଶୁ ମଙ୍ଗଳ ନିକଟରେ ହାଜର କରାଯିବା ନେଇ ରାଇକିଆ ଥାନା ଅଧିକାରୀ ରମାକାନ୍ତ ପାତ୍ର ପ୍ରକାଶ କରିଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories