www.samajalive.in
Saturday, December 6, 2025
15.1 C
Bhubaneswar

ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ତରଫରୁ ମୁଖ୍ୟ ଶାସନ ସଚିବଙ୍କୁ ଦାବିପତ୍ର

ଫିରିଙ୍ଗିଆ:  ଫିରିଙ୍ଗିଆ,ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅଧିନରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଆଉଟସେର୍ସିଙ୍ଗ କର୍ମଚାରୀ ମାନଙ୍କ ତରଫରୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ଫିରିଙ୍ଗିଆ ବିଡିଓ ରଶ୍ମିରଞ୍ଜନ ମହନ୍ତଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ସାରା ରାଜ୍ୟରେ ଓଡିଶା ସରାକାରୀ ଆଉଟସେର୍ସିଙ୍ଗ କର୍ମଚାରୀ ମାହାସଂଙ୍ଘ ତରଫରୁ ଏହି ଦାବିପତ୍ର ପ୍ରଦାନ କରାଯାଇଥିବା ବେଳେ ଫିରିଙ୍ଗିଆ ବ୍ଲକରେ ମଧ୍ୟ ଦାବି ପତ୍ର ପ୍ରଦାନ କରାଯାଇଛି । ଜିତେନ୍ଦ୍ର ଆଚାର୍ଯ୍ୟଙ୍କ ନେତୃତ୍ୱରେ ଏହି ଦାବିପତ୍ର ପ୍ରଦାନ କରାଯାଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଭବାନି ପ୍ରସାଦ ଦେଓ , ବିକାଶ ଚନ୍ଦ୍ର ବିଶ୍ୱାଳ, ଶ୍ରିକାନ୍ତ ନନ୍ଦ, ରୁଦ୍ରଶକ୍ତି ପ୍ରସାଦ ରଣା ,ପିଙ୍କି କୁମାରୀ ତ୍ରିପାଠିଙ୍କ ସହ ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଆଉଟସୋର୍ସିଙ୍ଗ କର୍ମଚାରି ମାନେ ସାମିଲ୍‌ ହୋଇଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories