www.samajalive.in
Saturday, December 6, 2025
15.1 C
Bhubaneswar

ପଞ୍ଚାୟତର ତାଲା ଭାଙ୍ଗି ଚୋରି

ଫୁଲବାଣୀ : ଫୁଲବାଣୀ ସଦର ଥାନା ଅନ୍ତର୍ଗତ ଆଲାମୀ ପଞ୍ଚାୟତର ତାଲା ଭାଙ୍ଗି ଲକ୍ଷ ଲକ୍ଷ ଟଙ୍କା ମୁଲ୍ୟର ଆସବାପତ୍ର ସମେତ ମୂଲ୍ୟବାନ କଂପ୍ୟୁଟର, ବେଟେରୀ ,ଇନଭର୍ଟର ଓ ଅନ୍ୟାନ୍ୟ ଜିନିଷ ପତ୍ର ଚୋରୀ ହୋଇଯାଇଛି । ଏନେଇ ସଦର ଥାନାରେ ଏତଲା ଦିଆଯାଇଛି। ଏପଟେ ଜିନିଷପତ୍ର ସବୁ ଚୋରୀ ହୋଇଯାଇଥିବାରୁ କାମ କିଛି ହୋଇପାରୁନି। ସଦର ପୁଲିସ ତଦନ୍ତ କରୁଥିବା କହିଛି । ପୁଲିସ ତୁରନ୍ତ ଅଭିଯୁକ୍ତକୁ ଗିରଫ କରିବା ସହ ଚୋରୀ ସାମଗ୍ରୀ ଉଦ୍ଧାର କରିବାକୁ ଦାବି କରିଛନ୍ତି ପଞ୍ଚାୟତବାସୀ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories