www.samajalive.in
Saturday, December 6, 2025
15.1 C
Bhubaneswar

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଯୁବକ ମୃତ

ଫୁଲବାଣୀ : ପୁଣି ମାଓବାଦୀଙ୍କ ବର୍ବରକାଣ୍ଡ ଦେଖାଯାଇଛି । ଲ୍ୟାଣ୍ଡମାଇନ ବିସ୍ଫୋରଣରେ କିଛିଦିନ ପୂର୍ବରୁ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଣି ଆଜି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଫୁଲବାଣୀର ଫିରିଙ୍ଗିଆ ଥାନା ଅନ୍ତର୍ଗତ ସାଡିଙ୍ଗିଆ କିଆମୁଣ୍ଡା ନିକଟରେ ବିସ୍ଫୋରଣ ଘଟିଛି । ମୃତ ଯୁବକ ଜଣଙ୍କ କିଆମୁଣ୍ଡା ଗାଁର ବୋଲି ଜଣାପଡିଛି । ବିସ୍ଫୋରଣ ସ୍ଥଳ ନିକଟରେ କାଲି ମାଓବାଦୀ ପୋଷ୍ଟର ମାରିଥିଲେ ବୋଲି ସୂଚନା ମିଳିଛି । ପୋଷ୍ଟର ମାରିବା ସହ ଠିକାଦାରଙ୍କ ଦୁଇଟି ଜେସିବି ଜାଳି ଦେଇଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories