www.samajalive.in
Sunday, December 14, 2025
23.1 C
Bhubaneswar

ରସୁଲଗଡରେ ଜଳି ଗଲା ବସ୍ତି

ଭୁବନେଶ୍ବର: ରସୁଲଗଡ ଓଭର ବ୍ରିଜ ନିକଟରେ ଥିବା ଏକ ବସ୍ତିରେ ଭୟାବହ ଅଗ୍ନିକାଣ୍ଡ ଘଟି ଯାଇଛି । ନିଆଁ ଲିଭାଇବା କାର୍ଯ୍ୟରେ ୩ଟି ଅଗ୍ନିଶମ ବାହିନୀ ନିୟୋଜିତ ହୋଇଛନ୍ତି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହେଇଥିବା ନେଇ ଅନୁମାନ କରାଯାଉଛି । ଏଯାବତ୍ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିକାଣ୍ଡ ସ୍ଥଳରେ ପୁଲିସ୍ ଓ ଉଦ୍ଧାରକରୀ ଦଳ ପହଞ୍ଚିଛନ୍ତି ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories