www.samajalive.in
Monday, December 8, 2025
13.1 C
Bhubaneswar

ଦିଲ୍ଲୀ ମେଟ୍ରୋରେ ଝଗଡା କଲେ ୨ ଯୁବକ, ମାରପିଟର ଭିଡିଓ ଭାଇରାଲ

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମରେ ଅନେକ ଭିଡିଓ ଭାଇରାଲ ହୋଇଥାଏ । ଅନେକ ସମୟରେ ଝଗଡା ଭିଡିଓ ଦେଖିବାକୁ ମିଳେ । ଏବେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଦିଲ୍ଲୀ ମେଟ୍ରୋରେ ୨ ଜଣ ଯୁବକ ମାରପିଟ୍ କରୁଛନ୍ତି ।

- Advertisement -

ଦିଲ୍ଲୀ ମେଟ୍ରୋର ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି ଯେଉଁଥିରେ ୨ ଜଣ ଯୁବକ ଝଗଡା କରୁଛନ୍ତି । ଉଭୟଙ୍କୁ ଜଣେ ଯୁବତୀ ଅଟକାଇବାକୁ ଚେଷ୍ଟା କରୁଛନ୍ତି କିନ୍ତୁ ସେମାନେ ଶୁଣୁନାହାଁନ୍ତି । ଏହି ସମୟରେ ଉପସ୍ଥିତ ଅନ୍ୟ ଲୋକମାନେ ତାଙ୍କ ଭିଡିଓ କରୁଛନ୍ତି । ଭିଡିଓଟି ଏବେ ଭାଇରାଲ ହେବାରେ ଲାଗିଛି । ଏପର୍ଯ୍ୟନ୍ତ ୯୨ ହଜାରରୁ ଅଧିକ ଲୋକ ଦେଖିସାରିଲେଣି । ସମସ୍ତେ ଏହାକୁ ସେୟାର କରିବା ସହ ଭିନ୍ନ ଭିନ୍ନ ପ୍ରତିକ୍ରିୟା ରଖୁଛନ୍ତି ।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories