www.samajalive.in
Sunday, December 14, 2025
23.1 C
Bhubaneswar

୨ ପରିବାର ମଧ୍ୟରେ ହଣାହଣି, ୫ ଆହତ

ଆଳି: ପିଲାଙ୍କ କଳିରୁ ୨ ପରିବାର ମଧ୍ୟରେ ହଣାହଣି ଭଳି ମାମଲା ସାମ୍ନାକୁ ଆସିଛି । ଏହି ଘଟଣାରେ ୨ ମହିଳାଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି । ରାଜକନିକା ଥାନା ମଲ୍ଲିସାହାଡ଼ା ବସ୍ତିରେ ଏହି ଉତ୍ତେଜନା ଦେଖାଦେଇଛି । ଏଥିରେ ୨ ମହିଳାଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories