www.samajalive.in
Wednesday, December 10, 2025
18.1 C
Bhubaneswar

ଏଫଆଇଏଚ୍ ହକି : ଭାରତ ଚମ୍ପିଆନ୍, ଦକ୍ଷିଣ ଆଫ୍ରିକାକୁ ୫-୧ ଗୋଲରେ ହରାଇଲା ଭାରତ

ଭୁବନେଶ୍ବର : କଳିଙ୍ଗ ଷ୍ଟାଡ଼ିୟମରେ ଚାଲିଥିବା ଏଫ୍ଆଇଏଚ୍ ପୁରୁଷ ହକି ସିରିଜ୍ ଫାଇନାଲ୍ସର ଫାଇନାଲ ମ୍ୟାଚରେ ଶନିବାର ଭାରତ ଚମ୍ପିଆନ ହୋଇଛି। ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୫-୧ ଗୋଲରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ୨୦୨୦ରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛି । ଭାରତ ପକ୍ଷରୁ ହରମନପ୍ରିତ ସିଂ ଓ ବରୁଣ କୁମାର ଦୁଇଟି ଲେଖାଏଁ ଓ ବିବେକ ପ୍ରସାଦ ଗୋଟିଏ ଗୋଲ ଦେଇଥିଲେ। ଶନିବାରର ମ୍ୟାଚରେ ଭାରତୀୟ ଖେଳାଳିମାନେ ପ୍ରାରମ୍ଭରୁ ଖୁବ୍ ଭଲ ପଦର୍ଶନ କରିଥିଲେ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories