www.samajalive.in
Sunday, December 7, 2025
15.1 C
Bhubaneswar

ରାଜ୍ୟରେ ଫାଇଲେରିଆ ନିରାକରଣ ଔଷଧ ବଣ୍ଟନ ଆରମ୍ଭ

ଭୁବନେଶ୍ବର : ରାଜ୍ୟରେ ଆଜିଠାରୁ ଫାଇଲେରିଆ ନିରାକରଣ ଔଷଧ ବଣ୍ଟନ କରାଯାଉଛି। ସ୍ୱାସ୍ଥ୍ୟକର୍ମୀମାନେ  ଘରକୁ ଘର ବୁଲି ଫାଇଲେରିଆ ନିରାକରଣ ଔଷଧ ବଣ୍ଟନ କରୁଛନ୍ତି। ୧୫ଟି ଜିଲ୍ଲାରେ ରୋଗୀଙ୍କୁ ଔଷଧ ବଣ୍ଟନ କରାଯାଉଥିବାବେଳେ ୫୫ ହଜାର ୫୪୪ ସ୍ୱେଚ୍ଛାସେବୀ ଏଥିରେ ନିୟୋଜିତ ଅଛନ୍ତି। ପ୍ରଥମ ପର୍ଯ୍ୟାୟରେ ଆଜିଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ମାର୍ଚ୍ଚ ୭ ରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ। ତେବେ ୨ ବର୍ଷରୁ କମ୍‍ ବୟସ ଶିଶୁ, ଗର୍ଭବତୀ ଓ ଗୁରୁତର ଅସୁସ୍ଥ ଥିବା ଲୋକଙ୍କୁ ଔଷଧ ଦିଆଯିବା ଉପରେ ଅଧିକ ଗୁରୁତ୍ୱ ପ୍ରଦାନ କରାଯାଉଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories