www.samajalive.in
Friday, December 5, 2025
20.1 C
Bhubaneswar

ନୂଆ ପଦ ସୃଷ୍ଟି ଉପରେ କଟକଣା; ମଞ୍ଜୁର ଖାଲି ପଦ ପୂରଣ ପ୍ରକ୍ରିୟା ଅବ୍ୟାହତ

ଭୁବନେଶ୍ବର: କରୋନା ଭୂତାଣୁ ଯୋଗୁ ରାଜ୍ୟ ରାଜକୋଷରେ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ବିଭାଗରେ ନୂଆ ନିଯୁକ୍ତି ସୃଷ୍ଟି ଉପରେ ଗତ ମଙ୍ଗଳବାର ରୋକ୍‌ ଲଗାଇଥିଲେ। ତେବେ ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରେ ବିରୋଧ କରାଯିବାରୁ ବୁଧବାର ସରକାରଙ୍କ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ଆର୍ଥିକ କଟକଣା ଏବଂ ନୂଆ ନିଯୁକ୍ତି ପ୍ରସଙ୍ଗରେ ଅର୍ଥ ବିଭାଗ ସ୍ପଷ୍ଟୀକରଣ ଦେଇ କହିଛି ଯେ, ରାଜ୍ୟରେ ଖାଲି ପଡ଼ିଥିବା ପଦବୀଗୁଡ଼ିକ ପୂର୍ବଭଳି ପୂରଣ କରାଯିବ। ସମସ୍ତ ସରକାରୀ ନିଯୁକ୍ତି ପ୍ରକ୍ରିୟା ଚାଲିବ। କେବଳ ନୂଆ ପଦବୀ ସୃଷ୍ଟି ଉପରେ ସାମୟିକ ଭାବେ କଟକଣା ଲାଗୁ ହୋଇଛି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories