ଅର୍ଥମନ୍ତ୍ରୀମାନଙ୍କ ସହ ପ୍ରାକ୍ ବଜେଟ୍ ଆଲୋଚନା କଲେ ବିତ୍ତମନ୍ତ୍ରୀ ନିର୍ମଳା ସୀତାରମଣ

ଡେସ୍କ: ସଂସଦର ଆଗାମୀ ଅଧିବେଶନ କାଳରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ନୂଆଦିଲ୍ଲୀରେ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀମାନଙ୍କ ସହ ପ୍ରାକ୍ ବଜେଟ୍ ଆଲୋଚନାରେ ଅଧ୍ୟକ୍ଷତା କରିଥିଲେ। ଏନଟିଏ ଉଦ୍ଧାର ପାଇଁ କମିଟି ଗଠିତ, ୨ ମାସରେ ଦେବ ରିପୋର୍ଟ ଏହି ବୈଠକରେ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ, ଗୋଆ, ମେଘାଳୟ, ମିଜୋରାମ, ନାଗାଲାଣ୍ଡ ଏବଂ ସିକ୍କିମର ମୁଖ୍ୟମନ୍ତ୍ରୀ, ବିହାର, ମଧ୍ୟପ୍ରଦେଶ, … Continue reading ଅର୍ଥମନ୍ତ୍ରୀମାନଙ୍କ ସହ ପ୍ରାକ୍ ବଜେଟ୍ ଆଲୋଚନା କଲେ ବିତ୍ତମନ୍ତ୍ରୀ ନିର୍ମଳା ସୀତାରମଣ