www.samajalive.in
Saturday, December 13, 2025
17.1 C
Bhubaneswar

ଧର୍ମଗଡ଼ ସଡକ ଦୁର୍ଘଟଣାରେ ୨ମୃତ୍ୟୁ : ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: କଳାହାଣ୍ଡି ଜିଲା ଧର୍ମଗଡ଼ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories