www.samajalive.in
Sunday, December 14, 2025
14.1 C
Bhubaneswar

ଅବାଧ ବାଲି ଚୋରି ଅଭିଯୋଗ, ୨ ଟ୍ରାକ୍ଟରକୁ ଜରିମାନା

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ପାଟଣା ଓ ପୁଟୁଳିଆ ନିକଟରୁ ୨ ଟି ଚୋରା ବାଲି ବୋଝେଇ ଟ୍ରାକ୍ଟର ଜବତ କରିବା ସହ ଉଭୟ ଟ୍ରାକ୍ଟରଙ୍କୁ ଜରିମାନା ଲଗାଯାଇଛି । ଖଣି ଅଧିକାରୀ ଅନ୍ତର୍ଯ୍ୟାମୀ ସାହୁ ଓ କନିଷ୍ଠ ଖଣି ଅଧିକାରୀ ସୁରଜ ହେମ୍ବ୍ରମଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଇଥିଲା। ପ୍ରତି ଟ୍ରାକ୍ଟରକୁ ୧୫ ହଜାର ଟଙ୍କା ଲେଖାଏଁ ଜରିମାନା କରାଯାଇଛି। ବିଭିନ୍ନ ନଦୀ ନାଳରୁ ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳର ଟ୍ରାକ୍ଟର ଯୋଗେ ଅବାଧ ଚୋରା ବାଲି ଓ ପଥର କାରବାର ହେଉଥିବାବେଳେ ଆଜିର ଚଢ଼ାଉ ଟ୍ରାକ୍ଟର ମାଲିକମାନଙ୍କୁ ଚିନ୍ତାରେ ପକାଇଛି ।

 

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories