www.samajalive.in
Sunday, December 14, 2025
16.1 C
Bhubaneswar

ହ୍ୟୁମାନଙ୍କ ମ୍ୟାନେଜରର ବଢିଲା ଅଡୁଆ

ସମାଜ ଲାଇଭ ଡ଼େସ୍କ : ହ୍ୟୁମାନଙ୍କ ମ୍ୟାନେଜରଙ୍କ ନାଁ ରେ ପୁଣି ଏତଲା । ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ୧୦ଦିନରୁ ଅଧିକ ସମୟ ବୀତି ଯାଇଛି । ଘଟଣାକୁ ନେଇ ବିଭିନ୍ନ ଦିଗରୁ ପ୍ରଶ୍ନ ଉଠୁଥିବା ବେଳେ ମ୍ୟାନେଜର ଦିନେଶଙ୍କ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି । ହ୍ୟୁମାନଙ୍କ ମ୍ୟାନେଜର ଦିନେଶ ବେହେରାଙ୍କ ନାଁ ରେ ପୁଣି ଏତଲା ଦିଆ ହୋଇଥିବା ସୂଚନା ମିଳିଛି । ଦିନେଶଙ୍କ ବିରୁଦ୍ଧରେ କଟକ ମହିଳା ଥାନାରେ ଏତଲା ଦିଆଯାଇଛି । ହ୍ୟୁମାନଙ୍କ ମା ଙ୍କୁ ଗାଳିଗୁଲଜ ଘଟଣାରେ ଦିନେଶ ଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି କଟକ ସାମାଜିକ ସଂଗଠନ । ଦିନେଶଙ୍କ ବିରୁଦ୍ଧରେ ଅଭିଯୋଗ ଆଣିବା ସହ ହ୍ୟୁମାନଙ୍କ ମୃତ୍ୟୁ ଘଟଣାର ତଦନ୍ତ ଦାବି କରିଛି ସଂଘ । ପୂର୍ବରୁ ଦିନେଶଙ୍କ ବିରୁଦ୍ଧରେ ବଲାଙ୍ଗୀର ଟାଉନ ,ଟିଟିଲାଗଡ଼ ,ଯାଜପୁର ଥାନାରେ ସମାନ ପ୍ରସଙ୍ଗରେ ଅଭିଯୋଗ ହୋଇ ସାରିଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories