www.samajalive.in
Monday, December 15, 2025
17.1 C
Bhubaneswar

ଅଗ୍ନିକାଣ୍ଡରେ ଜଳିଗଲା ୨୦ ବଖରା ଘର

ବାଲେଶ୍ବର: ଖଇରା ଥାନା ଅନ୍ତର୍ଗତ ବରଦା ଗ୍ରାମପଞ୍ଚାୟତର ବିଷ୍ଣୁପୁର ଗାଁରେ ଭୟାବଭ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ୧୨ଟି ପରିବାର ସର୍ବସ୍ବାନ୍ତ ହୋଇଛନ୍ତି । ଏଥିରେ ୨୦ ବଖରା ଘର ଜଳି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡରେ ଘରର ଆବସବାବ ପତ୍ର ସହ ସଂଞ୍ଚିତ ଧନ ମଧ୍ୟ ଜଳି ଯାଇଛି । ପୋଡା ଜଳା ଘର ମଧ୍ୟରୁ ଲୋକମାନେ ନିତ୍ୟବ୍ୟହାର୍ଯ୍ୟ ଜିନିଷ ପତ୍ର ସାଉଁଟିବାରେ ଲାଗିପଡିଛନ୍ତି । ପୋଡା ଟଙ୍କା ଓ ବ୍ୟାଙ୍କ ପାସବୁକ ଉଦ୍ଧାର ହୋଇଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories