www.samajalive.in
Saturday, December 6, 2025
23.1 C
Bhubaneswar

ନିଆଁରେ ପୋଡ଼ି ଯୁବତୀ ଗୁରୁତର

ପାରାଦୀପ : ଜଗତସିଂହପୁର କୁଜଙ୍ଗ ଥାନା ଅନ୍ତର୍ଗତ ଉଚ୍ଛାବାନନ୍ଦପୁର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ଜଣେ ଯୁବତୀ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କୁଜଙ୍ଗ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସୂଚନା ଅନୁଯାୟୀ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories