www.samajalive.in
Saturday, December 6, 2025
14.1 C
Bhubaneswar

ନିଆଁରେ ପୋଡି ହୋଇ ନାବାଳିକା ମୃତ

ବାଲେଶ୍ବର : ଭୋଗରାଇ ଥାନା ଅଞ୍ଚଳ ସମାନନ୍ଦିପୁର ଗ୍ରାମରେ ନିଆଁରେ ପୋଡି ହୋଇ ଜ​‌ଣେ ନାବାଳିକାଙ୍କର ମୃତ୍ୟୁ ହୋଇଛି। ନାବାଳିକା ଜଣକ ସନ୍ଧ୍ୟା ସମୟରେ ରୋଷେଇ କରୁଥିବା ବେଳେ ତାଙ୍କ ଦେହରେ ନିଆଁ ଲାଗିଯାଇଥିବା ସନ୍ଦେହ କରାଯାଉଛି। ନାବାଳିକାଙ୍କ ଦେହରେ ନିଆଁ ଲାଗିଯିବାରୁ ସେ ଚିତ୍କାର କରିଥିଲେ। ପଡୋଶୀମାନେ ତାଙ୍କ ଚିତ୍କାର ଶୁଣି ତାଙ୍କୁ ଉଦ୍ଧାର କରି ଜଳେଶ୍ବର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ନାବାଳିକାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ନିଆଁ କିପରି ଲାଗିଲା ତାହାର କାରଣ ଅସ୍ପଷ୍ଟ ରହିଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories