www.samajalive.in
Sunday, December 7, 2025
23.1 C
Bhubaneswar

ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ବର : ନବୀନ ନିବାସ ସମ୍ମୁଖରେ ଜଣେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେ ନିଜ ଦେହରେ କିରାସିନୀ ଢାଳି ନିଆଁ ଲଗାଇ ଦେଇଥିଲେ। ତେବେ ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।

ସୂଚନାଯୋଗ୍ୟ ଯେ, ଜଣେ ବିଜେଡି ପ୍ରାର୍ଥୀଙ୍କ ନାମରେ ମହିଳା ଜଣକ ପୂର୍ବରୁ ଅସଦାଚରଣ ଅଭିଯୋଗ କରିଥିଲେ। କିନ୍ତୁ ପ୍ରାର୍ଥୀଙ୍କ ନାମରେ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ତାର ପ୍ରତିବାଦରେ ମହିଳା ଜଣକ ଆତ୍ମାହୁତିର ଉଦ୍ୟମ କରିଥିବା ସୂଚନା ମିଳିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories