www.samajalive.in
Tuesday, December 9, 2025
16.1 C
Bhubaneswar

ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ, ମହିଳା ଗୁରୁତର

ସୋର : ସୋର ମ୍ୟୁନିସପାଲଟି ମୁଳେଶ୍ବର ଗ୍ରାମରେ ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ପୋଡି ହୋଇ ଜଣେ ମହିଳା ଗୁରୁତର ହୋଇଯାଇଛନ୍ତି। ମହିଳା ଜଣକ ହେଲେ ମୁଳେଶ୍ବର ଗ୍ରାମର ପ୍ରମୋଦ ସାହୁଙ୍କ ସ୍ତ୍ରୀ ରିଙ୍କି ସାହୁ। ସେ ଶନିବାର ସକାଳେ ଠାକୁର ପୂଜା କରୁଥିବା ବେଳେ ସର୍ଟ ସର୍କିଟ ହୋଇଥିଲା। ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟି ରିଙ୍କିଙ୍କ ଦେହରେ ନିଆଁ ଲାଗିଯାଇଥିଲା। ଫଳରେ ସେ ଗୁରୁତର ହୋଇଥିଲେ। ରିଙ୍କିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଗ୍ନିକାଣ୍ଡରେ ଘର ସହ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ଯାଇଥିବା ଜଣାପଡିଛି।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories