ଭଦ୍ରକ : ବମୁକୁରା ପଞ୍ଚାୟତ ଦେଉଳଡିହ ଗ୍ରାମର ଭୟାବହ ଅଗ୍ନିକାଣ୍ଡ ଘଟିଛି । ଫଳରେ ଗୁହାଳରେ ଥିବା ୬ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଗୁରୁବାର ରାତି ପ୍ରାୟ ସାଢେ ୧୦ ନିଆଁ ଲାଗିଛି। ଧାମନଗର ଦମକଳ ପହଁଚି ନିଆଁକୁ ଆୟତ କରିଥିଲେ । ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ ।

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!