ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ଧଳପୁର ପଞ୍ଚାୟତ ଜବଲପୁର ଗ୍ରାମରେ ବୁଧୁବାର ସକାଳେ ଅଗ୍ନିକାଣ୍ଡ ଘଟି ସଂଜୀବ ଦୀପଙ୍କ ଦୁଇ ବଖରା ଚାଳଘର ଜଳିପୋଡି ପାଉଁଶ ହୋଇଯାଇଛି। ଖବର ପାଇ ହରଭଙ୍ଗା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତୁରନ୍ତ ଅଗ୍ନିଵିପନ୍ନ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।
Popular Categories



