www.samajalive.in
Tuesday, December 9, 2025
16.1 C
Bhubaneswar

ସୋର ସଜନପୁରରେ ଅଗ୍ନିକଣ୍ଡ, ନିଆଁ ଲାଗିବାର ୨ ଘଣ୍ଟା ପରେ ବି ପହଞ୍ଚିଲାନି ଦମକଳ

ବାଲେଶ୍ବର: ସୋର ସଜନପୁରରେ ଭୟାବହ ଅଗ୍ନିକାଣ୍ଡ ଘଟି ୪ଟି ପରିବାର ସର୍ବସ୍ବାନ୍ତ ହୋଇଛନ୍ତି । ଅଗ୍ନିକାଣ୍ଡରେ ୫ ଲକ୍ଷ ଟଙ୍କାର ସମ୍ପତ୍ତ ପୋଡି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି । ଅଗ୍ନିକାଣ୍ଡ ଘଟିବାର ଦୁଇ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଏଯାବତ୍ ଦମକଳ ବାହିନୀ ପହଞ୍ଚି ପାରିନି । ବଲରାମ ବାରିକ୍, ଜୟନ୍ତ ବାରିକ୍ ଆନନ୍ଦ ବାରିକ ଏବଂ ବିଦ୍ୟାଧର ଦାସଙ୍କ ଘରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories