www.samajalive.in
Monday, December 8, 2025
20.1 C
Bhubaneswar

ନିଆଁ ଲାଗି ୬ବଖରା ଭସ୍ମ

ବାସୁଦେବପୁର : ନିଆଁରେ ପୋଡି ହୋଇ ୬ ବଖରା ଭସ୍ମ ହୋଇଯାଇଛି। ଏହି ଘଟଣା ବାସୁଦେବପୁର ଅନ୍ତର୍ଗତ ନନ୍ଦପୁର ଗ୍ରାମରେ ଘଟିଛି। ନିଆଁ ଲାଗି ଦୁଇଟି ପରିବାରର ୬ଟି ଘର ସମ୍ପୁର୍ଣ୍ଣ ପୋଡି ହୋଇଯାଇଛି। ଏହାସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ପୋଡି ପାଉଁଶ ହୋଇଯାଇଛି। ଦମକଳ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସଟ୍‌ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories