www.samajalive.in
Saturday, December 6, 2025
14.1 C
Bhubaneswar

ଅଗ୍ନିକାଣ୍ଡରେ ଜଣେ ମୃତ

ସୁବର୍ଣ୍ଣପୁର : ବୀରମହାରାଜପୁର ଥାନା ଘିତାପାଲି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡରେ ୨ବଖରା ଘର ସହ ଜଣେ ଯୁବକ ଜଳିଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଶୋଇଥିବା ଅବସ୍ଥାରେ ଘରେ ନିଆଁ ଲାଗିଯିବା କାରଣରୁ ଏପରି ଘଟଣା ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories